Romans 9:32 — Compare Translations

7 translations compared side by side

Odia - 1840
"କାରଣ ସମାନଙ୍କେର ବିଶ୍ବାସ ନଥିଲା ଯେ ସମାନେେ ନିଜର କାର୍ୟ୍ଯ ଦ୍ବାରା ଧାର୍ମିକ ହବୋ ପାଇଁ ଚେଷ୍ଟା କଲେ ତେଣୁ ସମାନେେ ଝୁଣ୍ଟି ପଡିବା ପଥର ରେ ଝୁଣ୍ଟି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାହିଁକି? କାରଣ ସେମାନେ ବିଶ୍ଵାସ ଦ୍ଵାରା ତାହା ନ ଖୋଜି କର୍ମ ଦ୍ଵାରା ଖୋଜୁଥିଲେ । ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର କାରଣ ହେଉଛି, ସେମାନେ ନିଜ ଚେଷ୍ଟା ଉପରେ ନିର୍ଭର କରୁଥିଲେ, ବିଶ୍ୱାସ ଉପରେ ନୁହେଁ। ସେଥିପାଇଁ ସେମାନେ ବାଧା ଦେଉଥିବା ପ୍ରସ୍ତରରେ ଆଘାତ ପାଇ ଝୁଣ୍ଟି ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
Odia IRV 2017 (ଓଡିଆ ବାଇବେଲ)
କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ । ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ತೆ ಗಾವುಕ್ನಾ? ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ವಿಶ್ವಾಸಾಚ್ಯಾ ವರ್‍ತಿ ಹೊಂದುನ್ ನತ್ತ್ಯಾನಿ, ಅಪ್ನಿ ಕರ್‍ತಲ್ಯಾ ಕಾಮಾಂಚ್ಯಾ ವರ್‍ತಿ ಹೊಂದುನ್ ಹೊತ್ತ್ಯಾನಿ, ತೆಚೆಸಾಟ್ನಿ ತೆನಿ ಅಡ್ವ್ಯಾ ಗುಂಡ್ಯಾಕ್ ಆದ್ಳುನ್ ಪಡ್ಲ್ಯಾನಿ