Romans 9:33 — Compare Translations

7 translations compared side by side

Odia - 1840
"ଧର୍ମଶାସ୍ତ୍ର ସେ ପଥର ବିଷୟ ରେ କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଯେପରି ଲେଖା ହୋଇଛି: “ଦେଖ, ଆମେ ସିୟୋନରେ ଗୋଟିଏ ପ୍ରସ୍ତର ଓ ଗୋଟିଏ ଶିଳାଖଣ୍ଡ ସ୍ଥାପନ କରିଛୁ। ସେଥିରେ ଆଘାତ ପାଇ ଲୋକେ ଝୁଣ୍ଟି ପଡ଼ିବେ। କିନ୍ତୁ ବିଶ୍ୱାସୀ ନିରାଶ ହେବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ: “ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ। ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಪವಿತ್ರ್ ಪುಸ್ತಕ್ ಮನ್ತಾ; “ಅಬಗ್, ಸಿಯೊನಾತ್ ಮಿಯಾ ಎಕ್ ಗುಂಡೊ ಥವ್ತಾ, ತೊ ಲೊಕಾಕ್ನಿ ಅಟ್ಕಳಿ ಸರ್ಕೆ ಕರ್‍ತಾ, ತೆಂಕಾ ಪಾಡ್ವುತಲೊ ಮೊಟೊ ಗುಂಡೊ ತೊ. ಖರೆ ತೆಚ್ಯಾ ವರ್‍ತಿ ವಿಶ್ವಾಸ್ ಕರ್‍ತಾ ತೆನಿ ನಿರಾಸ್ ಹೊಯ್‍ನ್ಯಾತ್”.