Romans 9:4 — Compare Translations

7 translations compared side by side

Odia - 1840
"ସମାନେେ ଇଶ୍ରାୟେଲୀୟ ଲୋକ। ସମାନେେ ପରମେଶ୍ବରଙ୍କର ବଛାଯାଇଥୀବା ସନ୍ତାନ। ସମାନଙ୍କେ ପାଖ ରେ ପରମେଶ୍ବରଙ୍କ ମହିମା ଅଛି ଓ ସମାନେେ ପରମେଶ୍ବର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ବର ସମାନଙ୍କେୁ ମାଶାଙ୍କେ ବ୍ଯବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦଇେଛନ୍ତି। ପରମେଶ୍ବର ସମାନଙ୍କେୁ ତାଙ୍କର ପ୍ରତି ଶ୍ରୁତିମାନ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ଵ, ଗୌରବ, ନିୟମସମୂହ, ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞା-ସମୂହ ସେମାନଙ୍କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ସେମାନଙ୍କୁ ନିଜର ସନ୍ତାନ ରୂପେ ଗ୍ରହଣ କରି ସେମାନଙ୍କ ନିକଟରେ ନିଜର ମହିମା ପ୍ରକାଶ କରିଥିଲେ; ସେମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇ ସେମାନଙ୍କୁ ବ୍ୟବସ୍ଥା ପ୍ରଦାନ କରିଥିଲେ, ସେମାନେ ପ୍ରକୃତ ଉପାସନା କରନ୍ତି; ସେମାନେ ଈଶ୍ୱରଙ୍କଠାରୁ ପ୍ରତିଶ୍ରୁତିମାନ ପାଇଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଇସ୍ରାଏଲୀୟ ଲୋକ। ସେମାନେ ପରମେଶ୍ୱରଙ୍କର ବଛାଯାଇଥିବା ସନ୍ତାନ। ସେମାନଙ୍କ ପାଖରେ ପରମେଶ୍ୱରଙ୍କ ମହିମା ଅଛି ଓ ସେମାନେ ପରମେଶ୍ୱର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ୱର ସେମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦେଇଛନ୍ତି। ପରମେଶ୍ୱର ସେମାନଙ୍କୁ ତାହାଙ୍କର ପ୍ରତିଶ୍ରୁତିମାନ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
Odia IRV 2017 (ଓଡିଆ ବାଇବେଲ)
ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೆವಾಚಿ ಲೊಕಾ; ತೆನಿ ತೆಂಕಾ ಅಪ್ನಾಚಿ ಪೊರಾ ಕರುನ್ ಘೆಟ್ಲ್ಯಾನ್ ಅನಿ ಅಪ್ನಾಚಿ ಮಹಿಮಾ ತೆಂಕಾ ದಾಕ್ವುನ್ ದಿಲ್ಯಾನ್; ತೆನಿ ತೆಂಚ್ಯಾ ವಾಂಗ್ಡಾ ಅಪ್ನಾಚಿ ಕರಾರಾ ಕರ್ಲ್ಲ್ಯಾನ್ ಅನಿ ಅಪ್ನಾಚೊ ಖಾಯ್ದೊ ತೆಂಕಾ ದಿಲ್ಯಾನ್; ತೆಂಚೆಕ್ಡೆ ಖರೆ ಆರಾದನ್ ಹಾಯ್; ತೆನಿ ದೆವಾನ್ ಗೊಸ್ಟ್ ದಿವ್ನ್ ದಿಲ್ಲ್ಯಾ ಗೊಸ್ಟಿಯಾ ಘೆಟ್ಲ್ಯಾನಿ;