Romans 9:5 — Compare Translations

7 translations compared side by side

Odia - 1840
"ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ- ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ଵର ଯୁଗେ ଯୁଗେ ଧନ୍ୟ, ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ବିଖ୍ୟାଦ ଇହୁଦୀ ପୂର୍ବପୁରୁଷମାନଙ୍କର ସେମାନେ ବଂଶଧର ଏବଂ ମାନବ ରୂପେ ଖ୍ରୀଷ୍ଟ ସେହି ବଂଶରୁ ଜାତ। ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ ହୁଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍‍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಹೆಬ್ರೆವ್ ಘರಾನ್ಯಾಚ್ಯಾ ಸಗ್ಳ್ಯಾಕ್ಡೆ ಗೊತ್ತ್ ಅಸಲ್ಲ್ಯಾ ಲೊಕಾಂಚ್ಯಾ ಪಿಳ್ಗಿತ್ನಾ ಧಾಡುನ್ ದಿಲ್ಲೆ ಹಾಯ್; ಅನಿ ಮಾನ್ಸಾಂಚ್ಯಾ ಜಲ್ಮಾಚ್ಯಾ ಪರ್‍ಕಾರ್ ಕ್ರಿಸ್ತ್ ಹೆಂಚ್ಯಾಚ್ ಪಿಳ್ಗಿಚೊ. ಸಗ್ಳ್ಯಾಚ್ಯಾ ವರ್‍ತಿ ರಾಜ್ ಚಾಲ್ವುತಲ್ಯಾ ದೆವಾಕ್ ಸದಾ ಸರ್ವತಾಕ್ ಹೊಗ್ಳಾಪ್ ಹೊಂವ್ದಿತ್! ಆಮೆನ್.