Romans 9:6 — Compare Translations
7 translations compared side by side
Odia - 1840
"ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ପ୍ରତିଜ୍ଞା ବିଫଳ ହୋଇଛି ବୋଲି ମୁଁ କହୁ ନାହିଁ, କାରଣ ଇଶ୍ରାଏଲୀୟମାନେ ସମସ୍ତେ ଈଶ୍ୱରଙ୍କ ଲୋକ ନୁହଁନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ୱର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବୋଲି ନୁହେଁ, କାରଣ ଇସ୍ରାଏଲର କେବଳ ଅଳ୍ପ କିଛି ଲୋକ ହିଁ ପ୍ରକୃତରେ ପରମେଶ୍ୱରଙ୍କର ଲୋକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಗೊಸ್ಟ್ ದಿವ್ನ್ ಸಾಂಗಲ್ಲೆ ಪುರಾ ಹೊವ್ಕ್ ನಾ ಮನುನ್ ಮಿಯಾ ಸಾಂಗಿನಾ; ಕಶ್ಯಾಕ್ ಮಟ್ಲ್ಯಾರ್ ಇಸ್ರಾಯೆಲಾಚಿ ಸಗ್ಳಿ ಲೊಕಾಬಿ ದೆವಾಚಿ ಲೊಕಾ ನ್ಹಯ್.