Romans 9:7 — Compare Translations
7 translations compared side by side
Odia - 1840
"ଅବ୍ରାହମଙ୍କ କବଳେ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ବର କହିଥୀଲେ: ଇସ୍ହାସ ଦ୍ବାରା ତୁମ୍ଭର ବିଧୀ ସଂଗତ ବଂଶବୃଦ୍ଦି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ” ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଅବା ଅବ୍ରାହାମଙ୍କ ବଂଶଧରମାନେ ସମସ୍ତେ ଈଶ୍ୱରଙ୍କ ସନ୍ତାନ ନୁହନ୍ତି। ଈଶ୍ୱର ଅବ୍ରାହାମଙ୍କୁ କହିଥିଲେ: “ତୁମର ଯେଉଁ ବଂଶଧରମାନଙ୍କ ବିଷୟରେ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ସେମାନେ ଯିସାହାକଙ୍କଠାରୁ ଜାତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାହମଙ୍କ କେବଳ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତରେ ପରମେଶ୍ୱରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ୱର କହିଥିଲେ: “ଇସ୍ହାକ ଦ୍ୱାରା ତୁମ୍ଭର ବିଧି ସଙ୍ଗତ ବଂଶବୃଦ୍ଧି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”
Odia IRV 2017 (ଓଡିଆ ବାଇବେଲ)
କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ "ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್ ಅಬ್ರಾಹಾಮಾಚ್ಯಾ ಘರಾನ್ಯಾಚೆ ಸಗ್ಳೆ ಜಾನಾಬಿ ದೆವಾಚಿ ಪೊರಾ ನ್ಹಯ್. ದೆವಾನ್ ಅಬ್ರಾಹಾಮಾಕ್, “ ಇಸಾಕಾ ವೈನಾ ಪಿಳ್ಗಿ ಯೆತಾ ತಿಚ್ ತುಜಿ ಪಿಳ್ಗಿ ವಾಡ್ತಾ.” ಮನುನ್ ಸಾಂಗಟ್ಲ್ಯಾನ್.