Ruth 1:10 — Compare Translations
5 translations compared side by side
Odia - 1840
"କିନ୍ତୁ ପକ୍ସ୍ଟତ୍ରବଧୂମାନେ କହିଲେ, ଆମ୍ଭମାନେେ ତକ୍ସ୍ଟମ୍ଭ ସହିତ ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କ ନିକଟକକ୍ସ୍ଟ ୟିବାକକ୍ସ୍ଟ ଗ୍ଭହକ୍ସ୍ଟଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାକୁ କହିଲେ, ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରି ଯିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପୁତ୍ରବଧୂମାନେ କହିଲେ, “ଆମ୍ଭେମାନେ ତୁମ୍ଭ ସହିତ ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କ ନିକଟକୁ ଯିବାକୁ ଗ୍ଭହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରି ଯିବା।