Ruth 1:12 — Compare Translations
5 translations compared side by side
Odia - 1840
"ତୁମ୍ଭେ କ'ଣ ସ୍ବସ୍ଥାନକକ୍ସ୍ଟ ୟିବ ନାହିଁ? ମୁ ଅତ୍ଯଧିକ ବଯସ୍କା ବିବାହ କରିବା ପାଇଁ ଏବଂ ଏକ ନୂଆ ସ୍ବାମୀ ପାଇବାକକ୍ସ୍ଟ। ତଥାପି ଯଦି ପକ୍ସ୍ଟନର୍ବାର ବିବାହ କରିବା ପାଇଁ ଯଦି ଆଶା କରେ, ତଥାପି ଯଦି ମାରେ ଗୋଟିଏ ସ୍ବାମୀ ଆଜି ରାତ୍ରି ରେ ଥିଲା, ଏବଂ ମୁ ଗର୍ଭବତୀ ହକ୍ସ୍ଟଏଁ ଏବଂ ଦକ୍ସ୍ଟଇଟି ସନ୍ତାନ ଜନ୍ମ ଦିଏ, ଏହାବି ତକ୍ସ୍ଟମ୍ଭ ପାଇଁ କୌଣସି ସାହାୟ୍ଯ ହବେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ଵାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ସ୍ୱସ୍ଥାନକୁ ଯିବ ନାହିଁ? ମୁଁ ଅତ୍ୟଧିକ ବୟସ୍କା ବିବାହ କରିବା ପାଇଁ ଏବଂ ଏକ ନୂଆ ସ୍ୱାମୀ ପାଇବାକୁ। ତଥାପି ଯଦି ପୁନର୍ବାର ବିବାହ କରିବା ପାଇଁ ଯଦି ଆଶା କରେ, ତଥାପି ଯଦି ମୋର ଗୋଟିଏ ସ୍ୱାମୀ ଆଜି ରାତ୍ରିରେ ଥିଲା, ଏବଂ ମୁଁ ଗର୍ଭବତୀ ହୁଏଁ ଏବଂ ଦୁଇଟି ସନ୍ତାନ ଜନ୍ମ ଦିଏ, ଏହାବି ତୁମ୍ଭ ପାଇଁ କୌଣସି ସାହାଯ୍ୟ ହେବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,