Ruth 1:15 — Compare Translations

5 translations compared side by side

Odia - 1840
"ନୟମୀ କହିଲା, ଦେଖ, ତୁମ୍ଭର ୟାଆ ତା'ର ନିଜର ଲୋକମାନଙ୍କ ନିକଟକକ୍ସ୍ଟ ପକ୍ସ୍ଟଣି ଆପଣା ଦବେତାମାନଙ୍କ ନିକଟକକ୍ସ୍ଟ ଫରେିଗଲେ। ତୁମ୍ଭେ ମଧ୍ଯ ସହେିପରି କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାକୁ କହିଲା, ଦେଖ, ତୁମ୍ଭର ଜାଆ ଆପଣା ଲୋକମାନଙ୍କ ଓ ଆପଣା ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ହିଁ ଆପଣା ଜାଆ ପଛେ ଫେରି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ନୟମୀ କହିଲା, “ଦେଖ, ତୁମ୍ଭର ଯାଆ ତା’ର ନିଜର ଲୋକମାନଙ୍କ ନିକଟକୁ ପୁଣି ଆପଣା ଦେବତାମାନଙ୍କ ନିକଟକୁ ଫେରିଗଲେ। ତୁମ୍ଭେ ମଧ୍ୟ ସେହିପରି କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।”
Odia IRV 2017 (ଓଡିଆ ବାଇବେଲ)
ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରି ଯାଅ।”