Ruth 1:17 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁଠା ରେ ମରିବ ଓ କବର ନବେ ମୁ ସହେିଠା ରେ ମରିବି ଓ କବର ନବେି। କବଳେ ମୃତକ୍ସ୍ଟ୍ଯଛଡା ଆଉ କିଛି ହିଁ ଯବେେ ତୁମ୍ଭକୁ ଓ ମାେତେ ବିଚ୍ଛଦେ କରଇ, ତବେେ ସଦାପ୍ରଭୁ ସହେି ଦଣ୍ତରକ୍ସ୍ଟ ମଧ୍ଯ ତହିଁରକ୍ସ୍ଟ ଅଧିକ ମାେତେ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁଠାରେ ମରିବ ଓ କବର ନେବ ମୁଁ ସେହିଠାରେ ମରିବି ଓ କବର ନେବି। କେବଳ ମୃତ୍ୟୁଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡରୁ ମଧ୍ୟ ତହିଁରୁ ଅଧିକ ମୋତେ ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”