Ruth 1:18 — Compare Translations
5 translations compared side by side
Odia - 1840
"ନୟମୀ ଦେଖିଲେ ଯେ ଋତ ତାଙ୍କ ସହିତ ୟିବା ପାଇଁ ସଂକଳ୍ପବଦ୍ଧ ଥିଲେ। ତେଣୁ ନୟମୀ ତାଙ୍କ ସହିତ ୟକ୍ସ୍ଟକ୍ତି ବନ୍ଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼-ମନସ୍କ ଅଟେ, ଏହା ଦେଖି ସେ ତାହାକୁ କଥା କହିବାରୁ କ୍ଷା; ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୃହକୁ ଆସିଲେ ନୟମୀ ଦେଖିଲେ ଯେ ଋତ ତାଙ୍କ ସହିତ ଯିବା ପାଇଁ ସଂକଳ୍ପବଦ୍ଧ ଥିଲେ। ତେଣୁ ନୟମୀ ତାଙ୍କ ସହିତ ଯୁକ୍ତି ବନ୍ଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।