Ruth 1:2 — Compare Translations

5 translations compared side by side

Odia - 1840
"ସହେି ଲୋକର ସ୍ତ୍ରୀର ନାମ ଥିଲା ନୟମୀ ଓ ଦକ୍ସ୍ଟଇ ପକ୍ସ୍ଟତ୍ରଙ୍କ ନାମ ଥିଲା, ମହଲୋନ୍ ଓ କିଲିଯୋନ୍। ସମାନେେ ଥିଲେ, ୟିହକ୍ସ୍ଟଦାର ବୈଥ୍ଲହମରେକ୍ସ୍ଟ ଏଫ୍ରାଥୀଯ ଲୋକ। ସମାନେେ ମାୟୋବର ପର୍ବତମଯ ଦେଶକକ୍ସ୍ଟ ଗଲେ ଓ ସଠାେରେ ବସବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକର ନାମ ଏଲିମେଲକ ଓ ତାହାର ଭାର୍ଯ୍ୟାର ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କର ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥ୍ଲିହିମ-ଯିହୁଦାର ଏଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକର ସ୍ତ୍ରୀର ନାମ ଥିଲା ନୟମୀ ଓ ଦୁଇ ପୁତ୍ରଙ୍କ ନାମ ଥିଲା, ମହଲୋନ୍ ଓ କିଲିୟୋନ। ସେମାନେ ଥିଲେ, ଯିହୁଦାର ବୈ‌ଥ୍‌ଲେହମରୁ ଏଫ୍ରାଥିୟ ଲୋକ। ସେମାନେ ମୋୟାବର ପର୍ବତମୟ ଦେଶକୁ ଗଲେ ଓ ସେଠାରେ ବସବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।