Ruth 1:20 — Compare Translations
5 translations compared side by side
Odia - 1840
"କିନ୍ତୁ ବନୟମୀ ସହେି ଲୋକମାନଙ୍କୁ କହିଲେ, ମାେତେ ନୟମୀ ବୋଲି ଡାକ ନାହିଁ, ମାେତେ ମାରା ବୋଲି ଡାକ। ଯହେିତକ୍ସ୍ଟ ସର୍ବଶକ୍ତିମାନ ପରମେଶ୍ବର ମାରେ ଜୀବନକକ୍ସ୍ଟ ଦକ୍ସ୍ଟଃଖପୂର୍ଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ସେମାନଙ୍କୁ କହିଲା, ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନୟମୀ ସେହି ଲୋକମାନଙ୍କୁ କହିଲେ, “ମୋତେ ନୟମୀ ବୋଲି ଡାକ ନାହିଁ, ମୋତେ ମାରା ବୋଲି ଡାକ। ଯେହେତୁ ସର୍ବଶକ୍ତିମାନ ପରମେଶ୍ୱର ମୋର ଜୀବନକୁ ଦୁଃଖପୂର୍ଣ୍ଣ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋ’ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।