Ruth 1:21 — Compare Translations
5 translations compared side by side
Odia - 1840
"ଯେତବେେଳେ ମୁ ଏହି ସ୍ଥାନ ଛାଡିଲି, ମାରେ ସବୁକିଛି ଥିଲା, କିନ୍ତୁ ସଦାପ୍ରଭୁ ମାେତେ ଖାଲି ହାତ ରେ ଘରକକ୍ସ୍ଟ ଫରୋଇ ଆଣିଲେ। ସଦାପ୍ରଭୁ ମାେତେ ଦଃଖ ଦଇେଅଛନ୍ତି, ତେଣୁ ତୁମ୍ଭମାନେେ ମାେତେ 'ନୟମୀ' ବୋଲି କାହିଁକି ଡାକକ୍ସ୍ଟଅଛକ୍ସ୍ଟ? ସର୍ବଶକ୍ତିମାନ ପରମେଶ୍ବର ମାେତେ ଅନକେ ଦକ୍ସ୍ଟଃଖ ଦଇେଛନ୍ତି ଏବଂ ମାେ ଉପରକକ୍ସ୍ଟ ବହକ୍ସ୍ଟତ ଅସକ୍ସ୍ଟବିଧା ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି । ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ଏହି ସ୍ଥାନ ଛାଡ଼ିଲି, ମୋର ସବୁକିଛି ଥିଲା, କିନ୍ତୁ ସଦାପ୍ରଭୁ ମୋତେ ଖାଲି ହାତରେ ଘରକୁ ଫେରାଇ ଆଣିଲେ। ସଦାପ୍ରଭୁ ମୋତେ ଦୁଃଖ ଦେଇଅଛନ୍ତି, ତେଣୁ ତୁମ୍ଭେମାନେ ମୋତେ ‘ନୟମୀ’ ବୋଲି କାହିଁକି ଡାକୁଅଛୁ? ସର୍ବଶକ୍ତିମାନ ପରମେଶ୍ୱର ମୋତେ ଅନେକ ଦୁଃଖ ଦେଇଛନ୍ତି ଏବଂ ମୋ’ ଉପରକୁ ବହୁତ ଅସୁବିଧା ଆଣିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?”
Odia IRV 2017 (ଓଡିଆ ବାଇବେଲ)
ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋ’ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?”