Ruth 1:22 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ବାର୍ଲି ଅମଳ ଆରମ୍ଭ ହବୋ ସମୟରେ ନୟମୀ ଏବଂ ତା'ର ପକ୍ସ୍ଟତ୍ରବଧୂ ଋତ ମାୟୋବର ପାର୍ବତ୍ଯ ଦେଶରକ୍ସ୍ଟ ବୈଥଲହମେକକ୍ସ୍ଟ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆଗତା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥ୍ଲିହିମରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ବାର୍ଲି ଅମଳ ଆରମ୍ଭ ହେବା ସମୟରେ ନୟମୀ ଏବଂ ତା’ର ପୁତ୍ରବଧୂ ଋତ ମୋୟାବର ପାର୍ବତ୍ୟ ଦେଶରୁ ବୈ‌ଥ୍‌ଲେହମକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।