Ruth 1:3 — Compare Translations

5 translations compared side by side

Odia - 1840
"ଏହାପରେ ନୟମୀର ସ୍ବାମୀ ଏଲିମଲକେ ମରିଗଲା। କବଳେ ନୟମୀ ଓ ତା'ର ଦକ୍ସ୍ଟଇ ପକ୍ସ୍ଟତ୍ର ବଞ୍ଚି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ନୟମୀର ସ୍ଵାମୀ ଏଲିମେଲକର ମୃତ୍ୟୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନୟମୀର ସ୍ୱାମୀ ଏଲିମେଲକ ମରିଗଲା। କେବଳ ନୟମୀ ଓ ତା’ର ଦୁଇ ପୁତ୍ର ବଞ୍ଚି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।