Ruth 1:4 — Compare Translations
5 translations compared side by side
Odia - 1840
"ତା'ର ପକ୍ସ୍ଟତ୍ରମାନେ ମାୟୋବର ୟକ୍ସ୍ଟବତୀଙ୍କକ୍ସ୍ଟ ବିବାହ କଲେ। ଜଣେ ସ୍ତ୍ରୀଙ୍କର ନାମଥିଲା ଅର୍ପା, ଅନ୍ୟ ଜଣଙ୍କର ନାମ ଥିଲା ଋତ। ସମାନେେ ମାୟୋବ ରେ ଦଶ ବର୍ଷ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କଲେ, ଜଣକର ଭାର୍ଯ୍ୟାର ନାମ ଅର୍ପା, ଆନର ନାମ ରୂତ; ପୁଣି ସେମାନେ ଊଣାଧିକ ଦଶ ବର୍ଷ ଯାଏ ସେଠାରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ପୁତ୍ରମାନେ ମୋୟାବର ଯୁବତୀଙ୍କୁ ବିବାହ କଲେ। ଜଣେ ସ୍ତ୍ରୀଙ୍କର ନାମଥିଲା ଅର୍ପା, ଅନ୍ୟ ଜଣକର ନାମ ଥିଲା ଋତ। ସେମାନେ ମୋୟାବରେ ଦଶ ବର୍ଷ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।