Ruth 1:5 — Compare Translations

5 translations compared side by side

Odia - 1840
"ମହଲୋନ ଏବଂ କିଲିୟୋନ ମଧ୍ଯ ମୃତକ୍ସ୍ଟ୍ଯବରଣ କଲେ। ତେଣୁ ନୟମୀ ସ୍ବାମୀହୀନ ଓ ପକ୍ସ୍ଟତ୍ରହୀନ ହାଇେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ର ଓ ସ୍ଵାମୀବିହୀନା ହୋଇ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମହଲୋନ ଏବଂ କିଲିୟୋନ ମଧ୍ୟ ମୃତ୍ୟୁବରଣ କଲେ। ତେଣୁ ନୟମୀ ସ୍ୱାମୀହୀନ ଓ ପୁତ୍ରହୀନ ହୋଇ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।