Ruth 1:7 — Compare Translations

5 translations compared side by side

Odia - 1840
"ତେଣୁ ସେ ତା'ର ପକ୍ସ୍ଟତ୍ର ବଧୂମାନଙ୍କୁ ଧରି ତା'ର ବାସସ୍ଥାନ ଛାଡି ୟିହକ୍ସ୍ଟଦାକକ୍ସ୍ଟ ଗ୍ଭଲି ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆପଣା ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ତା’ର ପୁତ୍ର ବଧୂମାନଙ୍କୁ ଧରି ତା’ର ବାସସ୍ଥାନ ଛାଡ଼ି ଯିହୁଦାକୁ ଗ୍ଭଲି ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ।