Ruth 1:8 — Compare Translations
5 translations compared side by side
Odia - 1840
"ଏହାପରେ ନୟମୀ ତା'ର ପକ୍ସ୍ଟତ୍ରବଧୂମାନଙ୍କୁ କହିଲା, ତୁମ୍ଭମାନଙ୍କେ ମଧ୍ଯରକ୍ସ୍ଟ ପ୍ରେତ୍ୟକକ ତୁମ୍ଭମାନଙ୍କର ମା' ପାଖକକ୍ସ୍ଟ ଫରେିୟାଅ। ତୁମ୍ଭମାନେେ ତୁମ୍ଭମାନଙ୍କର ସ୍ବାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମାେ ପ୍ରତି ଦୟା ଦଖାଇେଛ। ତେଣୁ ମୁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦଖାଇବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନୟମୀ ଆପଣା ଦୁଇ ପୁତ୍ରବଧୂଙ୍କୁ କହିଲା, ତୁମ୍ଭେମାନେ ଆପଣା ଆପଣା ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ତଦ୍ରୂପ ଦୟା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନୟମୀ ତା’ର ପୁତ୍ରବଧୂମାନଙ୍କୁ କହିଲା, “ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତୁମ୍ଭମାନଙ୍କର ମା’ ପାଖକୁ ଫେରିଯାଅ। ତୁମ୍ଭେମାନେ ତୁମ୍ଭମାନଙ୍କର ସ୍ୱାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମୋ’ ପ୍ରତି ଦୟା ଦେଖାଇଛ। ତେଣୁ ମୁଁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦେଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।