Ruth 1:9 — Compare Translations

5 translations compared side by side

Odia - 1840
"ମୁ ପ୍ରାର୍ଥନା କରୁଛି ଯେ, ସଦାପ୍ରଭୁ ତକ୍ସ୍ଟମ୍ଭ ପ୍ରେତ୍ୟକକଙ୍କକ୍ସ୍ଟ ନୂତନ ସ୍ବାମୀ ଏବଂ ସକ୍ସ୍ଟରକ୍ଷୀତ ଘର ଦିଅନ୍ତକ୍ସ୍ଟ। ନୟମୀ ତା'ର ପକ୍ସ୍ଟତ୍ରବଧୂମାନଙ୍କୁ ଚକ୍ସ୍ଟମ୍ବନ ଦଲୋ ଓ ସମାନେେ ସମସ୍ତେ କ୍ରନ୍ଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦୁଇ ଜଣ ଆପଣା ଆପଣା ସ୍ଵାମୀ ଗୃହରେ ଯେପରି ଆଶ୍ରୟ ପାଅ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ; ଅନନ୍ତର ସେ ସେମାନଙ୍କୁ ଚୁମ୍ଵନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ଵରରେ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାର୍ଥନା କରୁଛି ଯେ, ସଦାପ୍ରଭୁ ତୁମ୍ଭ ପ୍ରତ୍ୟେକଙ୍କୁ ନୂତନ ସ୍ୱାମୀ ଏବଂ ସୁରକ୍ଷିତ ଘର ଦିଅନ୍ତୁ।” ନୟମୀ ତା’ର ପୁତ୍ରବଧୂମାନଙ୍କୁ ଚୁମ୍ବନ ଦେଲା ଓ ସେମାନେ ସମସ୍ତେ କ୍ରନ୍ଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ,” ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ୱରରେ ରୋଦନ କଲେ।