Ruth 2:1 — Compare Translations
5 translations compared side by side
Odia - 1840
"ବୈଥିଲହମେ ରେ ଜଣେ ଧନୀ ବ୍ଯକ୍ତି ବାସ କରୁଥିଲେ। ଯାହାଙ୍କର ନାମଥିଲା ବୋଯାଜ। ବୋଯାଜ ଥିଲେ ଏଲିମଲକରେ ପରିବାରରକ୍ସ୍ଟ ନୟମୀର ଜଣେ ଅନ୍ତରଙ୍ଗ ବନ୍ଧକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୟମୀର ସ୍ଵାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଏକ ଜଣ ମହାବିକ୍ରମଶାଳୀ ଜ୍ଞାତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଋତ ବୋୟାଜଙ୍କୁ ସାକ୍ଷାତ କଲେ ବୈଥିଲେହମରେ ଜଣେ ଧନୀ ବ୍ୟକ୍ତି ବାସ କରୁଥିଲେ। ଯାହାଙ୍କର ନାମଥିଲା ବୋୟାଜ। ବୋୟାଜ ଥିଲେ ଏଲିମେଲକର ପରିବାରରୁ ନୟମୀର ଜଣେ ଅନ୍ତରଙ୍ଗ ବନ୍ଧୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା।