Ruth 2:10 — Compare Translations
5 translations compared side by side
Odia - 1840
"ଏହାପରେ ଋତ ତାଙ୍କୁ ପ୍ରମାଣ କଲା। ସେ ବୋୟଜଙ୍କକ୍ସ୍ଟ ପଗ୍ଭରିଲା, ମୁ ଆଶ୍ଚର୍ୟ୍ଯ ହେଉଛି, ତୁମ୍ଭେ ତ ମାେତେ ଆଗରକ୍ସ୍ଟ କବେବେି ଦେଖି ନାହିଁ। ମୁ ବିଦେଶୀନୀ ହେଲବେି ତୁମ୍ଭେ ମାେ' ପ୍ରତି ଦୟା ଦଖାଇେ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଋତ ତାଙ୍କୁ ପ୍ରଣାମ କଲା। ସେ ବୋୟାଜଙ୍କୁ ପଗ୍ଭରିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି, ତୁମ୍ଭେ ତ ମୋତେ ଆଗରୁ କେବେବି ଦେଖି ନାହଁ। ମୁଁ ବିଦେଶୀନୀ ହେଲେବି ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇ ଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ମୁହଁ ମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?”