Ruth 2:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପକ୍ସ୍ଟରସ୍କାର ଦବେେ। ତୁମ୍ଭକୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପୂର୍ଣ ମାତ୍ରା ରେ ପକ୍ସ୍ଟରସ୍କୃତ କରନ୍ତକ୍ସ୍ଟ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକକ୍ସ୍ଟ ଫରେିଆସିଲ ଏବଂ ସେ ତକ୍ସ୍ଟମ୍ଭଙ୍କକ୍ସ୍ଟ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ଵରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପୁରସ୍କାର ଦେବେ। ତୁମ୍ଭକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ କରନ୍ତୁ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକୁ ଫେରି ଆସିଲ ଏବଂ ସେ ତୁମ୍ଭଙ୍କୁ ରକ୍ଷା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”