Ruth 2:13 — Compare Translations
5 translations compared side by side
Odia - 1840
"ଏହାପରେ ଋତ ତାଙ୍କୁ କହିଲେ, ତୁମ୍ଭେ ମାେ ଉପରେ ବହକ୍ସ୍ଟତ ଦୟା ଦଖାଇେ ଅଛ। ମହାଶୟ, ମୁ ଆପଣଙ୍କର ଦାସୀ। ଏପରିକି ମୁ ଆପଣଙ୍କର ଏକ ଦାସୀ ସହିତ ସମାନ ନକ୍ସ୍ଟ ହେଁ, ତଥାପି ଆପଣ ମାେପ୍ରତି ବହକ୍ସ୍ଟତ ଦୟା ଓ କରୁଣା ଦଖାଇେଛନ୍ତି ଏବଂ ଆପଣ ଦୟାର କଥା ମାେତେ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲା, ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ଵନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି ଚିତ୍ତପ୍ରବୋଧକ କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଋତ ତାଙ୍କୁ କହିଲେ, “ତୁମ୍ଭେ ମୋ’ ଉପରେ ବହୁତ ଦୟା ଦେଖାଇ ଅଛ। ମହାଶୟ, ମୁଁ ଆପଣଙ୍କର ଦାସୀ। ଏପରିକି ମୁଁ ଆପଣଙ୍କର ଏକ ଦାସୀ ସହିତ ସମାନ ନୁହେଁ, ତଥାପି ଆପଣ ମୋ’ ପ୍ରତି ବହୁତ ଦୟା ଓ କରୁଣା ଦେଖାଇଛନ୍ତି ଏବଂ ଆପଣ ଦୟାର କଥା ମୋତେ କହିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ କହିଲା, “ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ କହିଲା, “ହେ ମୋହର ପ୍ରଭୁ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”