Ruth 2:15 — Compare Translations
5 translations compared side by side
Odia - 1840
"ଏହାପରେ ଋତ ଉଠି କାର୍ୟ୍ଯକକ୍ସ୍ଟ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ରାଁ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଋତ ଉଠି କାର୍ଯ୍ୟକୁ ଗଲା। ଏହା ପରେ ବୋୟାଜ ତାଙ୍କର ଦାସମାନଙ୍କୁ କହିଲେ, “ବିଡ଼ା ମଧ୍ୟରୁ ମଧ୍ୟ ତାକୁ ଶସ୍ୟ ସାଉଁଟିବାକୁ ଦିଅ। ତାକୁ କେବେ ଲଜ୍ଜା ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ।