Ruth 2:16 — Compare Translations
5 translations compared side by side
Odia - 1840
"ତା'ର କାମକକ୍ସ୍ଟ ସରଳ କରିବା ପାଇଁ କିଛି ଶସ୍ଯ ପକାଇ ୟାଅ ଏବଂ ତାକକ୍ସ୍ଟ ଗୋଟାଇବାକକ୍ସ୍ଟ ଦିଅ। ତାଙ୍କୁ ବାରଣ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର କାମକୁ ସରଳ କରିବା ପାଇଁ କିଛି ଶସ୍ୟ ପକାଇ ଯାଅ ଏବଂ ତାକୁ ଗୋଟାଇବାକୁ ଦିଅ। ତାଙ୍କୁ ବାରଣ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”