Ruth 2:17 — Compare Translations

5 translations compared side by side

Odia - 1840
"ଋତ ସନ୍ଧ୍ଯା ପର୍ୟ୍ଯନ୍ତ କ୍ଷତେ ରେ କାର୍ୟ୍ଯ କଲା। ସେ ଶସ୍ଯ ସଂଗ୍ରହ କଲା ପରେ, ସେ ଏଗୁଡିକୁ ତକ୍ସ୍ଟଷରକ୍ସ୍ଟ ଅଲଗା କଲା। ଏହା ଓଜନ କଲାରକ୍ସ୍ଟ ଅର୍ଦ୍ଧ ବକ୍ସ୍ଟଶଲେ ବାର୍ଲି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ରାଁ କଲା; ପୁଣି ଆପଣା ସାଉଣ୍ଟିଲା ଶସ୍ୟ ମଳନ୍ତେ, ଊଣାଧିକେ ଏକ ଐଫା ଯବ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ନୟମୀ ବୋୟାଜଙ୍କ ବିଷୟରେ ଶୁଣିଲେ ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।