Ruth 2:18 — Compare Translations
5 translations compared side by side
Odia - 1840
"ଋତକ୍ସ୍ଟ ଏହାପରେ ଶସ୍ୟଗୁଡ଼ିକ ନଇେ ନଗରକକ୍ସ୍ଟ ୟାଇ ତା'ର ଶାଶୂକକ୍ସ୍ଟ ଦଲୋ ଏବଂ ସାଙ୍ଗ ରେ ଆଣିଥିବା ଅବଶିଷ୍ଟ ଖାଦ୍ୟ ତାଙ୍କୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ଅବଶିଷ୍ଟ ରଖିଥିଲା; ତାହା ମଧ୍ୟ ବାହାର କରି ତାହାକୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଋତକୁ ଏହା ପରେ ଶସ୍ୟଗୁଡ଼ିକ ନେଇ ନଗରକୁ ଯାଇ ତା’ର ଶାଶୁକୁ ଦେଲା ଏବଂ ସାଙ୍ଗରେ ଆଣିଥିବା ଅବଶିଷ୍ଟ ଖାଦ୍ୟ ତାଙ୍କୁ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।