Ruth 2:19 — Compare Translations

5 translations compared side by side

Odia - 1840
"ତା'ର ଶାଶୂ ତାକକ୍ସ୍ଟ ପଚାରିଲେ, ଆଜି ତୁମ୍ଭେ କେଉଁଠାରକ୍ସ୍ଟ ଏହି ଶସ୍ଯ ସଂଗ୍ରହ କଲ? କେଉଁଠାକକ୍ସ୍ଟ ତୁମ୍ଭେ ଗଲ ଓ କାମ କଲ? ୟିଏ ତୁମ୍ଭକୁ ଶସ୍ଯ ଦଲୋ, ସେ ଧନ୍ଯ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାହାର ଶାଶୁ ତାହାକୁ ପଚାରିଲା, ତୁମ୍ଭେ ଆଜି କେଉଁଠାରେ ରାଁ କଲ ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ । ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଶାଶୁ ତାକୁ ପଗ୍ଭରିଲେ, “ଆଜି ତୁମ୍ଭେ କେଉଁଠାରୁ ଏହି ଶସ୍ୟ ସଂଗ୍ରହ କଲ? କେଉଁଠାକୁ ତୁମ୍ଭେ ଗଲ ଓ କାମ କଲ? ଯିଏ ତୁମ୍ଭକୁ ଶସ୍ୟ ଦେଲା, ସେ ଧନ୍ୟ ହେଉ।” ଏହା ପରେ ଋତ ଯାହାଙ୍କ ସହିତ କାର୍ଯ୍ୟ କରିଥିଲା ତା’ ବିଷୟରେ ତାକୁ କହିଲେ। “ମୁଁ ଆଜି ଯେଉଁ ଲୋକର କାର୍ଯ୍ୟ କରୁଥିଲି, ତାଙ୍କର ନାମ ଥିଲା ବୋୟାଜ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ? ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”
Odia IRV 2017 (ଓଡିଆ ବାଇବେଲ)