Ruth 2:20 — Compare Translations

5 translations compared side by side

Odia - 1840
"ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, ସେ ସଦାପ୍ରଭୁଙ୍କ ଦ୍ବାରା ଆଶୀର୍ବାଦ ପ୍ରାଲ୍ଗ ହକ୍ସ୍ଟଅନ୍ତକ୍ସ୍ଟ, ୟିଏକି ମୃତ ଓ ଜୀବିତ ଓ ମୃତମାନଙ୍କଠାରକ୍ସ୍ଟ ତାଙ୍କର କରୁଣା ଦୂ ରଇେ ନାହାନ୍ତି। ଏହାପରେ ନୟମୀ ତାକକ୍ସ୍ଟ କହିଲା, ସେ ହେଉଛନ୍ତି ଆମର ନିକଟ ସଐର୍କୀଯ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା ମଧ୍ଯରକ୍ସ୍ଟ ଜଣେ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନୟମୀ ଆପଣା ପୁତ୍ରବଧୂକୁ କହିଲା, ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ । ନୟମୀ ଆହୁରି କହିଲା, ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା ମଧ୍ୟରୁ ଜଣେ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”
Odia IRV 2017 (ଓଡିଆ ବାଇବେଲ)