Ruth 2:21 — Compare Translations
5 translations compared side by side
Odia - 1840
"ଏହାପରେ ମାୟୋବ ଦେଶୀଯ ଋତ କହିଲା, ବୋୟଜ ଫରେି ଆସିବାକକ୍ସ୍ଟ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ୟ୍ଯ କରିବାକୁ ପଚାରିଲେ, ଯେପର୍ୟ୍ଯନ୍ତ ଅମଳ ଶଷେ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ-ଦେଶୀୟା ରୂତ କହିଲା, ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟଚ୍ଛେଦନ ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋୟାବ ଦେଶୀୟ ଋତ କହିଲା, “ବୋୟାଜ ଫେରି ଆସିବାକୁ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ଯ୍ୟ କରିବାକୁ ପଗ୍ଭରିଲେ, ଯେପର୍ଯ୍ୟନ୍ତ ଅମଳ ଶେଷ ହୋଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”
Odia IRV 2017 (ଓଡିଆ ବାଇବେଲ)
ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟକାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋ’ ଯୁବାମାନଙ୍କ ସଙ୍ଗରେ ଥାଅ।”