Ruth 2:22 — Compare Translations
5 translations compared side by side
Odia - 1840
"ଏହାପରେ ନୟମୀ ତା'ର ପକ୍ସ୍ଟତ୍ରବଧୂ ଋତକକ୍ସ୍ଟ କହିଲେ, ଏହା ତକ୍ସ୍ଟମ୍ଭପାଇଁ ଅତି ଉତ୍ତମ ଯେ ତୁମ୍ଭେ ସହେି ସ୍ତ୍ରୀ ଲୋକମାନଙ୍କ ସଙ୍ଗେ କାର୍ୟ୍ଯ କରିବା। ଯଦି ତୁମ୍ଭେ ଅନ୍ୟର କ୍ଷତେ ରେ କାର୍ୟ୍ଯ କର ତବେେ କେତକେ ଲୋକ ତୁମ୍ଭର ଅସକ୍ସ୍ଟବିଧା କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନୟମୀ ଆପଣା ପୁତ୍ରବଧୂ ରୂତକୁ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନୟମୀ ତା’ର ପୁତ୍ରବଧୂ ଋତକୁ କହିଲେ, “ଏହା ତୁମ୍ଭ ପାଇଁ ଅତି ଉତ୍ତମ ଯେ ତୁମ୍ଭେ ସେହି ସ୍ତ୍ରୀଲୋକମାନଙ୍କ ସଙ୍ଗେ କାର୍ଯ୍ୟ କରିବ। ଯଦି ତୁମ୍ଭେ ଅନ୍ୟର କ୍ଷେତରେ କାର୍ଯ୍ୟ କର ତେବେ କେତେକ ଲୋକ ତୁମ୍ଭର ଅସୁବିଧା କରି ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”