Ruth 2:23 — Compare Translations
5 translations compared side by side
Odia - 1840
"ତେଣୁ ଋତ ବୋୟଜଙ୍କର ସହେି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଠଭାବରେ କାର୍ୟ୍ଯ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପ୍ରର୍ୟ୍ଯନ୍ତ ସଂଗ୍ରହ କରି ଚାଲିଲେ। ତା ପରେ ସେ ଗହମ ଅମଳ ଶଷେ ପର୍ୟ୍ଯନ୍ତ ସଠାେରେ କାର୍ୟ୍ଯ କଲେ, ଏବଂ ତାଙ୍କର ଶାଶୂଙ୍କ ସହିତ ରହିବାକକ୍ସ୍ଟ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯବ ଓ ଗହମ ଶସ୍ୟଚ୍ଛେଦନ ସମାପ୍ତି ପର୍ଯ୍ୟନ୍ତ ସେ ରାଁ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ଆପଣା ଶାଶୁ ସହିତ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଋତ ବୋୟାଜଙ୍କର ସେହି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଟ ଭାବରେ କାର୍ଯ୍ୟ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପର୍ଯ୍ୟନ୍ତ ସଂଗ୍ରହ କରି ଗ୍ଭଲିଲେ। ତା’ପରେ ସେ ଗହମ ଅମଳ ଶେଷ ପର୍ଯ୍ୟନ୍ତ ସେଠାରେ କାର୍ଯ୍ୟ କଲେ, ଏବଂ ତାଙ୍କର ଶାଶୁଙ୍କ ସହିତ ରହିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯବ ଓ ଗହମ ଶସ୍ୟ କାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯବ ଓ ଗହମ ଶସ୍ୟକାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।