Ruth 2:4 — Compare Translations
5 translations compared side by side
Odia - 1840
"ଏହାପରେ ବୋୟଜ ବୈଥଲହମରେକ୍ସ୍ଟ ନିଜର କ୍ଷତକେକ୍ସ୍ଟ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ଯର୍ଥନା କଲା, ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତକ୍ସ୍ଟ। ସମାନେେ ଉତ୍ତର ଦେଲେ, ଏବଂ ସଦାପ୍ରଭୁ ଆପଣଙ୍କକ୍ସ୍ଟ ଆଶୀର୍ବାଦ କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ବୋୟଜ ବେଥ୍ଲିହିମଠାରୁ ଆସି ଶସ୍ୟଚ୍ଛେଦକମାନଙ୍କୁ କହିଲା, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ; ସେମାନେ ଉତ୍ତର କଲେ,ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବୋୟାଜ ବୈଥ୍ଲେହମରୁ ନିଜର କ୍ଷେତକୁ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ୟର୍ଥନା କଲା, “ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତୁ।” ସେମାନେ ଉତ୍ତର ଦେଲେ, “ସଦାପ୍ରଭୁ ଆପଣଙ୍କୁ ମଧ୍ୟ ଆଶୀର୍ବାଦ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”