Ruth 2:6 — Compare Translations

5 translations compared side by side

Odia - 1840
"ତାଙ୍କର ଦାସ ଉତ୍ତର ଦଲୋ, ସେ ହେଉଛନ୍ତି ମାୟୋବ ଦେଶୀଯା ୟକ୍ସ୍ଟବତୀ ୟିଏକି ନୟମୀ ସାଙ୍ଗ ରେ ଆସିଅଛି, ସହେି ପାର୍ବତ୍ଯମଯ ଦେଶ ମାୟୋବରକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶସ୍ୟଚ୍ଛେଦକମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଦାସ ଉତ୍ତର ଦେଲା, “ସେ ହେଉଛନ୍ତି ମୋୟାବ ଦେଶୀୟା ଯୁବତୀ ଯିଏ କି ନୟମୀ ସାଙ୍ଗରେ ଆସିଅଛି, ସେହି ପାର୍ବତ୍ୟମୟ ଦେଶ ମୋୟାବରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।”