Ruth 2:7 — Compare Translations
5 translations compared side by side
Odia - 1840
"ସେ ପ୍ରତକ୍ସ୍ଟ୍ଯଷ୍ଯ ରେ ଆସି ଶ୍ରମିକମାନେ ପଛ ରେ ଛାଡି ଯାଉଥିବା ଶସ୍ୟଗୁଡ଼ିକ ସାଉଁଟିବା ପାଇଁ ଅନକ୍ସ୍ଟମତି ନଲୋ। ଏ ପର୍ୟ୍ଯନ୍ତ ସେ ଲଗାତର ଭାବରେ କାର୍ୟ୍ଯ କରୁଅଛି, କବଳେ ଅଳ୍ପ ସମୟ ସେ ଗୃହ ରେ ବିଶ୍ରାମ ନେଉଥିଲା ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟଚ୍ଛେଦକମାନଙ୍କ ପଶ୍ଚାତ୍ ପଶ୍ଚାତ୍ ବିଡ଼ାର ମଧ୍ୟେ ମଧ୍ୟେ ରାଁ କରିବାକୁ ମୋତେ ଦିଅ; ଏଣୁ ସେ ଆସି ପ୍ରାତଃକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ କାଳ ସେ ଗୃହରେ ବସି ରହିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରତ୍ୟୁଷ୍ୟରେ ଆସି ଶ୍ରମିକମାନେ ପଛରେ ଛାଡ଼ି ଯାଉଥିବା ଶସ୍ୟଗୁଡ଼ିକ ସାଉଁଟିବା ପାଇଁ ଅନୁମତି ନେଲା। ଏ ପର୍ଯ୍ୟନ୍ତ ସେ ଲଗାତର ଭାବରେ କାର୍ଯ୍ୟ କରୁଅଛି, କେବଳ ଅଳ୍ପ ସମୟ ସେ ଗୃହରେ ବିଶ୍ରାମ ନେଉଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ମୋତେ କହିଲା, ‘ମୁଁ ବିନତି କରୁଅଛି, ଶସ୍ୟକଟାଳିମାନଙ୍କର ପଛେ ପଛେ ବିଡ଼ାର ମଧ୍ୟେ ମଧ୍ୟେ ବଳକା ଶସ୍ୟ ସଂଗ୍ରହ କରିବାକୁ ମୋତେ ଦିଅ;’ ଏଣୁ ସେ ଆସି ସକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ ସମୟ ସେ ଗୃହରେ ବସି ରହିଥିଲା।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟକଟାଳିମାନଙ୍କର ପଛେ ପଛେ ବିଡ଼ାର ମଧ୍ୟେ ମଧ୍ୟେ ବଳକା ଶସ୍ୟ ସଂଗ୍ରହ କରିବାକୁ ମୋତେ ଦିଅ; ଏଣୁ ସେ ଆସି ସକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ ସମୟ ସେ ଗୃହରେ ବସି ରହିଥିଲା।”