Ruth 2:9 — Compare Translations
5 translations compared side by side
Odia - 1840
"ଦେଖ ସମାନେେ କେଉଁ କ୍ଷତକେକ୍ସ୍ଟ ଯାଉଛନ୍ତି, ସମାନଙ୍କେୁ ଅନକ୍ସ୍ଟସରଣ କର। ମୁ ସେ ୟକ୍ସ୍ଟବକମାନଙ୍କୁ ସତର୍କ କରାଇ ଦେଉଛି ସମାନେେ ତୁମ୍ଭକୁ ହଇରାଣ କରିବେ ନାହିଁ। ତୁମ୍ଭେ ଯବେେ ତକ୍ସ୍ଟଷାର୍ତ୍ତ ଅନକ୍ସ୍ଟଭବ କରିବ, ତବେେ ତୁମ୍ଭେ ୟାଇ ମାରେ ଲୋକମାନେ ପିଉଥିବା ପାଣିପାତ୍ରରକ୍ସ୍ଟ ପାଣି ପିଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶସ୍ୟଚ୍ଛେଦକମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଶ୍ଚାତ୍ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ ସେମାନେ କେଉଁ କ୍ଷେତକୁ ଯାଉଛନ୍ତି, ସେମାନଙ୍କୁ ଅନୁସରଣ କର। ମୁଁ ସେ ଯୁବକମାନଙ୍କୁ ସତର୍କ କରାଇ ଦେଉଛି ସେମାନେ ତୁମ୍ଭକୁ ହଇରାଣ କରିବେ ନାହିଁ। ତୁମ୍ଭେ ଯେବେ ତୃଷାର୍ତ୍ତ ଅନୁଭବ କରିବ, ତେବେ ତୁମ୍ଭେ ଯାଇ ମୋର ଲୋକମାନେ ପିଉଥିବା ପାଣିପାତ୍ରରୁ ପାଣି ପିଇପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।”
Odia IRV 2017 (ଓଡିଆ ବାଇବେଲ)