Ruth 3:1 — Compare Translations

5 translations compared side by side

Odia - 1840
"ଏହାପରେ ନୟମୀ ଋତର ଶାଶୂ ତାଙ୍କୁ କହିଲେ, ହେ ମାରେ କନ୍ଯା, ମୁ ତକ୍ସ୍ଟମ୍ଭ ପାଇଁ ଏକ ନିରାପଦ ଗୃହ ପାଇବା ପାଇଁ ଚେଷ୍ଟା କରିବି। ଏହା ତୁମ୍ଭର ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟଅମଳ ଖଳା ଏହା ପରେ ନୟମୀ ଋତର ଶାଶୁ ତାଙ୍କୁ କହିଲେ, “ହେ ମୋର କନ୍ୟା, ମୁଁ ତୁମ୍ଭ ପାଇଁ ଏକ ନିରାପଦ ଗୃହ ପାଇବା ପାଇଁ ଚେଷ୍ଟା କରିବି। ଏହା ତୁମ୍ଭର ମଙ୍ଗଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟ ସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?