Ruth 3:10 — Compare Translations

5 translations compared side by side

Odia - 1840
"ଏହାପରେ ବୋୟଜ କହିଲା, ହେ ୟକ୍ସ୍ଟବତୀ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ତୁମ୍ଭେ ମାେ ପ୍ରତି ଅନକେ ଦୟା ଦଖାଇେଛ। ତୁମ୍ଭର ମାେ' ପ୍ରତି ଦୟା ପୂର୍ବରକ୍ସ୍ଟ ନୟମୀକକ୍ସ୍ଟ ଦଖାଇେଥିବା ଦୟାଠାରକ୍ସ୍ଟ ଆହକ୍ସ୍ଟରି ଅଧିକ। ତୁମ୍ଭେ ଜଣେ ଗରିବ ବା ଧନୀ ୟକ୍ସ୍ଟବକକକ୍ସ୍ଟ ଠିକ୍ କରି ବିବାହ କରିପାରିଥାନ୍ତ। କିନ୍ତୁ ତୁମ୍ଭେ ଏପରି କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବୋୟାଜ କହିଲା, ହେ ଯୁବତୀ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ତୁମ୍ଭେ ମୋ’ ପ୍ରତି ଅନେକ ଦୟା ଦେଖାଇଛ। ତୁମ୍ଭର ମୋ’ ପ୍ରତି ଦୟା ପୂର୍ବରୁ ନୟମୀକୁ ଦେଖାଇଥିବା ଦୟାଠାରୁ ଆହୁରି ଅଧିକ। ତୁମ୍ଭେ ଜଣେ ଗରିବ ବା ଧନୀ ଯୁବକକୁ ଠିକ୍ କରି ବିବାହ କରିପାରିଥା’ନ୍ତ। କିନ୍ତୁ ତୁମ୍ଭେ ଏପରି କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।
Odia IRV 2017 (ଓଡିଆ ବାଇବେଲ)
ସେ କହିଲା, “ଆହେ ମୋହର କନ୍ୟା,” ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।