Ruth 3:11 — Compare Translations

5 translations compared side by side

Odia - 1840
"ହେ ୟକ୍ସ୍ଟବତୀ, ଭୟ କରନାହିଁ। ତୁମ୍ଭେ ଯାହା ଇଚ୍ଛା କରିବ, ମୁ ତାହା ନିଶ୍ଚିତ କରିବି। ସହରର ସମସ୍ତ ଲୋକ ଜାଣନ୍ତି ଯେ ତୁମ୍ଭେ ବହକ୍ସ୍ଟତ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆଗୋ ମୋହର କନ୍ୟେ, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
Odia Bible ERV 2004 (ପବିତ୍ର ବାଇବଲ)
ହେ ଯୁବତୀ, ଭୟ କର ନାହିଁ। ତୁମ୍ଭେ ଯାହା ଇଚ୍ଛା କରିବ, ମୁଁ ତାହା ନିଶ୍ଚିତ କରିବି। ସହରର ସମସ୍ତ ଲୋକ ଜାଣନ୍ତି ଯେ ତୁମ୍ଭେ ବହୁତ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;