Ruth 3:12 — Compare Translations
5 translations compared side by side
Odia - 1840
"ଏହା ସତ୍ଯ ଯେ, ମୁ ତୁମ୍ଭର ନିକଟ ସଐର୍କୀଯ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ୟିଏକି ମାଠାେରକ୍ସ୍ଟ ତୁମ୍ଭର ଆହକ୍ସ୍ଟରି ନିକଟତମ ସଐର୍କୀଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି । ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ’ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।