Ruth 3:13 — Compare Translations
5 translations compared side by side
Odia - 1840
"ଆଜି ରାତି ଏହିଠା ରେ ରକ୍ସ୍ଟହ। ଆସନ୍ତା କାଲି ସକାଳେ ମୁ ଦେଖିବି ଯେ, ସେ ତୁମ୍ଭକୁ ବିବାହ କରିବାକୁ ଇଚ୍ଛା କରୁଛି କି ନା, ଯଦି ସେ ରାଜି ହକ୍ସ୍ଟଅନ୍ତି ତବେେ ଉତ୍ତମ କଥା। ଯବେେ ସେ ବିବାହ କରିବାକୁ ମନା କରନ୍ତି, ସଦାପ୍ରଭୁଙ୍କର ନାମ ରେ ପ୍ରତିଜ୍ଞା କରୁଅଛି, ମୁ ତୁମ୍ଭକୁ ବିବାହ କରିବି ଏବଂ ଏଲିମଲକରେ ଭୂମି ଫରୋଇ ଆଣିବି। ତେଣୁ ସକାଳ ପର୍ୟ୍ଯନ୍ତ ଏହିଠା ରେ ଶଯନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ରାତ୍ରି ଥାଅ; ପ୍ରାତଃକାଳରେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ପ୍ରାତଃକାଳ ପର୍ଯ୍ୟନ୍ତ ଶୟନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ରାତି ଏହିଠାରେ ରୁହ। ଆସନ୍ତା କାଲି ସକାଳେ ମୁଁ ଦେଖିବି ଯେ, ସେ ତୁମ୍ଭକୁ ବିବାହ କରିବାକୁ ଇଚ୍ଛା କରୁଛି କି ନା, ଯଦି ସେ ରାଜି ହୁଅନ୍ତି ତେବେ ଉତ୍ତମ କଥା। ଯେବେ ସେ ବିବାହ କରିବାକୁ ମନା କରନ୍ତି, ସଦାପ୍ରଭୁଙ୍କର ନାମରେ ପ୍ରତିଜ୍ଞା କରୁଅଛି, ମୁଁ ତୁମ୍ଭକୁ ବିବାହ କରିବି ଏବଂ ଏଲିମେଲକର ଭୂମି ଫେରାଇ ଆଣିବି। ତେଣୁ ସକାଳ ପର୍ଯ୍ୟନ୍ତ ଏହିଠାରେ ଶୟନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”
Odia IRV 2017 (ଓଡିଆ ବାଇବେଲ)
ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”