Ruth 3:14 — Compare Translations

5 translations compared side by side

Odia - 1840
"ତେଣୁ ଋତ ସକାଳ ପର୍ୟ୍ଯନ୍ତ ବୋୟଜର ପାଦତଳେ ଶଯନ କଲା। ଅନ୍ଧାର ଥାଉଁ ଥାଉଁ ଲୋକମାନେ ଚିହ୍ନିବା ପୂର୍ବରକ୍ସ୍ଟ ଋତ ଉଠି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରୂତ ପ୍ରାତଃକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା; କାରଣ ବୋୟଜ କହିଲା, ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଋତ ସକାଳ ପର୍ଯ୍ୟନ୍ତ ବୋୟାଜର ପାଦତଳେ ଶୟନ କଲା। ଅନ୍ଧାର ଥାଉ ଥାଉ ଲୋକମାନେ ଚିହ୍ନିବା ପୂର୍ବରୁ ଋତ ଉଠି ପଡ଼ିଲେ। ବୋୟାଜ ତାଙ୍କୁ କହିଲେ, “ଏ କଥା ଯେପରି କେହି ନ ଜାଣନ୍ତି ଯେ, ଜଣେ ସ୍ତ୍ରୀଲୋକ ଏଠାରେ ଏହି ଖଳାରେ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”