Ruth 3:15 — Compare Translations

5 translations compared side by side

Odia - 1840
"ଏହାପରେ ବୋୟଜ ଋତଙ୍କକ୍ସ୍ଟ କହିଲେ, ତୁମ୍ଭର ଗ୍ଭଦର ମଲୋଇ ଧର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆହୁରି କହିଲା, ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର; ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବୋୟାଜ ଋତଙ୍କୁ କହିଲେ, “ତୁମ୍ଭର ଗ୍ଭଦର ମେଲାଇ ଧର।” ତହିଁରେ ଋତ ମେଲାଇ ଧରିଲା ଓ ବୋୟାଜ ଏକ ବୁଶେଲ ବାର୍ଲି ତହିଁରେ ଢାଳି ଦେଲେ। ତା’ପରେ ସେ ତାକୁ ପିଠିରେ ପକାଇ ଦେଲେ ସେ (ସ୍ତ୍ରୀ) ସହରକୁ ଫେରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)
ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।