Ruth 3:16 — Compare Translations
5 translations compared side by side
Odia - 1840
"ଯେତବେେଳେ ଋତ ଘରକକ୍ସ୍ଟ ଆସିଲା, ତା'ର ଶାଶୂ ତାକକ୍ସ୍ଟ ପଚାରିଲେ, ହେ ମାରେ କନ୍ଯା ସବୁକିଛି କମେିତି ହେଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରୂତ ଆପଣା ଶାଶୁ ନିକଟକୁ ଆସନ୍ତେ, ସେ କହିଲା, ଆଗୋ ଆମ୍ଭର କନ୍ୟେ, କଅଣ ହେଲା? ତହିଁରେ ସେ ଆପଣା ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜ୍ଞାତ କରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଋତ ଘରକୁ ଆସିଲା, ତା’ର ଶାଶୁ ତାକୁ ପଗ୍ଭରିଲେ, “ହେ ମୋର କନ୍ୟା ସବୁକିଛି କେମିତି ହେଲା?” ତା’ପରେ ଋତ ଲୋକଟି କରିଥିବା ସବୁକିଛି ବର୍ଣ୍ଣନା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।