Ruth 3:17 — Compare Translations

5 translations compared side by side

Odia - 1840
"ତା'ପରେ ସେ (ସ୍ତ୍ରୀ) କହିଲା, ବୋୟଜ ଏହି ୟବ ଉପହାର ଦଇେଛନ୍ତି। ବୋୟଜ କହିଲେ, ବିନା ଉପହାର ରେ ତୁମ୍ଭେ ତକ୍ସ୍ଟମ୍ଭ ଶାଶୂଙ୍କ ନିକଟକକ୍ସ୍ଟ ୟିବା ଉଚିତ୍ ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆହୁରି କହିଲା, ଶାଶୁ ନିକଟକୁ ରିକ୍ତ ହସ୍ତରେ ନ ଯାଅ ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ (ସ୍ତ୍ରୀ) କହିଲା, “ବୋୟାଜ ଏହି ଯବ ଉପହାର ଦେଇଛନ୍ତି। ବୋୟାଜ କହିଲେ, ବିନା ଉପହାରରେ ତୁମ୍ଭେ ତୁମ୍ଭ ଶାଶୁଙ୍କ ନିକଟକୁ ଯିବା ଉଚିତ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।