Ruth 3:18 — Compare Translations

5 translations compared side by side

Odia - 1840
"ନୟମୀ କହିଲା, ହେ, କନ୍ଯା ଏହି ବିଷଯ କ'ଣ ହବେ, ଏହା ତୁମ୍ଭେ ଜାଣିବା ପର୍ୟ୍ଯନ୍ତ, ର୍ଧୈୟ୍ଯ ଧର, କାରଣ ସହେି ମନକ୍ସ୍ଟଷ୍ଯ କାର୍ୟ୍ଯ ଶଷେ ନକଲା ପର୍ୟ୍ଯନ୍ତ ବସିପାରିବ ନାହିଁ। ଆମ୍ଭମାନେେ ଜାଣକ୍ସ୍ଟ ଯେ ଦିନ ସରିବା ପୂର୍ବରକ୍ସ୍ଟ କ'ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାହାର ଶାଶୁ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସାଙ୍ଗ ନ କରି ବିଶ୍ରାମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନୟମୀ କହିଲା, “ହେ କନ୍ୟା, ଏହି ବିଷୟ କ’ଣ ହେବ, ଏହା ତୁମ୍ଭେ ଜାଣିବା ପର୍ଯ୍ୟନ୍ତ, ଧୈର୍ଯ୍ୟ ଧର, କାରଣ ସେହି ମନୁଷ୍ୟ କାର୍ଯ୍ୟ ଶେଷ ନକଲା ପର୍ଯ୍ୟନ୍ତ ବସିପାରିବ ନାହିଁ। ଆମ୍ଭେମାନେ ଜାଣୁ ଯେ ଦିନ ସରିବା ପୂର୍ବରୁ କ’ଣ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା,” ଏ ବିଷୟ କ’ଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”