Ruth 3:2 — Compare Translations
5 translations compared side by side
Odia - 1840
"ହାଇପୋ ରେ ବୋୟଜ ହେଉଛନ୍ତି ଉପୟକ୍ସ୍ଟକ୍ତ ପ୍ରସ୍ତାବ। ବୋୟଜ ହେଉଛି ଆମର ଦୂର ସଐର୍କୀଯ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣ ଖଳା ରେ ରାତ୍ରି ସମୟରେ ଜବ ଝାଡକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହୋଇପାରେ ବୋୟାଜ ହେଉଛନ୍ତି ଉପଯୁକ୍ତ ପ୍ରସ୍ତାବ। ବୋୟାଜ ହେଉଛି ଆମ୍ଭର ନିକଟ ସମ୍ପର୍କୀୟ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣା ଖଳାରେ ରାତ୍ରି ସମୟରେ ଜବ ଝାଡ଼ୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।