Ruth 3:4 — Compare Translations

5 translations compared side by side

Odia - 1840
"ଖାଇ ସାରିବାପରେ ସେ ଯେତବେେଳେ ଶଯନ କରିବାକୁ ଯିବେ, ସହେି ସ୍ଥାନକକ୍ସ୍ଟ ଆଗଇେ ୟାଅ, ତାଙ୍କର ପାଦରକ୍ସ୍ଟ ଆବରଣ କାଢି ସଠାେରେ ପଡିରକ୍ସ୍ଟହ। ତହିଁରେ ତୁମ୍ଭକୁ କ'ଣ କରିବାକୁ ହବେ ତାହା ସେ ଜଣାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଖାଇ ସାରିବା ପରେ ସେ ଯେତେବେଳେ ଶୟନ କରିବାକୁ ଯିବେ, ସେହି ସ୍ଥାନକୁ ଆଗେଇ ଯାଅ, ତାଙ୍କର ପାଦରୁ ଆବରଣ କାଢ଼ି ସେଠାରେ ପଡ଼ିରୁହ। ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ ତାହା ସେ ଜଣାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।”
Odia IRV 2017 (ଓଡିଆ ବାଇବେଲ)
ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ସେ ଜଣାଇବ।”